ଗୁରୁଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ, ରେଗୁଲାର ଭିତ୍ତିରେ ପାଇବେ…

ଭୁବନେଶ୍ୱର,୫ା୯: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ। ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତାର କହିଛନ୍ତି।

ମୁଖ୍ୟମନ୍ତ୍ରୀ ଶିକ୍ଷା କ୍ଷେତ୍ରରେ ୨ଟି ବଡ଼ ଆହ୍ବାନ ଦେଇ କହିଛନ୍ତି, ଡ୍ରପ୍‌ ଆଉଟ୍‌ ହ୍ରାସ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯିବ। ତଥ୍ୟ ଅନୁସାରେ ୨୪% ଆଦିବାସୀ ପିଲା ଅଧାରୁ ପାଠ ଛାଡୁଛନ୍ତି। ତେଣୁ ଆମେ ମାଧୋ ସିଂ ହାତଖର୍ଚ୍ଚ ଯୋଜନା ଲାଗୁ କରିଛୁ। ଏହାଦ୍ବାରା ୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଉପକୃତ ହେଉଛନ୍ତି। ଫଳରେ ଡ୍ରପ୍‌ ଆଉଟ ଯଥେଷ୍ଟ ହ୍ରାସ ପାଇଥିବା ସୂଚନା ମିଳିଛି। ଗୁଣାତ୍ମକ ଶିକ୍ଷା ପାଇଁ ଶିକ୍ଷକ ଓ ଭିତ୍ତିଭୂମି ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri