ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୪।୧: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ ପାଳନ ନେଇ ମୁଖ୍ୟମନ୍ତ୍ରୀ ସଚେତନ କରିଛନ୍ତି। ଟ୍ରାଫିକ ସମସ୍ୟା ପାଇଁ ୨ ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ ବାହାରିବ। ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ। ସଡ଼କ ସୁରକ୍ଷା ମାସର ବାର୍ତ୍ତା ହେଉଛି ସୁରକ୍ଷିତ ଘରକୁ ଫେରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାଇବାକୁ ବାର୍ତ୍ତା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri