ଫସଲ କ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତାକାଲି ସୁଦ୍ଧା ଆବେଦନ ନ କଲେ…

ଭୁବନେଶ୍ୱର,୨୮ା୧୨: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବୈଠକରେ  କୃଷିମନ୍ତ୍ରୀ କେଭି ସିଂଦେଓ, ରାଜସୱ ମନ୍ତ୍ରୀ, ସମବାୟ ମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri