ଫସଲ କ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତାକାଲି ସୁଦ୍ଧା ଆବେଦନ ନ କଲେ…

ଭୁବନେଶ୍ୱର,୨୮ା୧୨: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବୈଠକରେ  କୃଷିମନ୍ତ୍ରୀ କେଭି ସିଂଦେଓ, ରାଜସୱ ମନ୍ତ୍ରୀ, ସମବାୟ ମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri