Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଅଙ୍ଗନୱାଡି-ଆଶାକର୍ମୀଙ୍କୁ ମିଳିବ ମୋବାଇଲ ଫୋନ

କୋଲକାତା,୧୨।୨: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ସରକାରୀ କର୍ମଚାରୀଙ୍କ ସହ ଅଙ୍ଗନବାଡି କର୍ମୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ସରକାର। ଅର୍ଥ ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ରାଜ୍ୟ ବଜେଟରେ DA କିମ୍ବା ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହିକ୍ରମରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରାଯାଉଛି। ବର୍ଦ୍ଧିତ DA ୧ ଏପ୍ରିଲ ୨୦୨୫ ରୁ ଲାଗୁ ହେବ।

ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ବୁଧବାର ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ ଭାଷଣ ସମୟରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ରେ ୪% ବୃଦ୍ଧି ଘୋଷଣା କରିଥିଲେ। ଏହା ସହିତ, ଅଙ୍ଗନୱାଡି ଏବଂ ଆଶା କର୍ମୀମାନଙ୍କୁ ମୋବାଇଲ ଫୋନ ଯୋଗାଇବାକୁ ଘୋଷଣା କରାଯାଇଛି। ବର୍ଦ୍ଧିତ DA ସହିତ, କର୍ମଚାରୀମାନେ ଏବେ ମୋଟ ୧୮% ମହଙ୍ଗା ଭତ୍ତା ପାଇବେ, ଯାହା ୧ ଏପ୍ରିଲ, ୨୦୨୪ରୁ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri