ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଲିଯାତ୍ରା ଅବଧି ବଢ଼ାଇ କହିଲେ ଲୋକଙ୍କ…

ଭୁବନେଶ୍ୱର/କଟକ,୧୨ା୧୧: ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ବାଲିଯାତ୍ରା ଆଜି ଅର୍ଥାତ୍‌ ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି(ଗୁରୁବାର) ୧୩ ତାରିଖରେ ଉଦ୍‌ଯାପିତ ହେବ।

ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।

Dharitri – Odisha’s No.1 Odia Daily