ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା ପ୍ରଶ୍ନ ସଂଖ୍ୟା ୧୫୮୯ର ଲିଖିତ ଉତ୍ତରରେ ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପାଟଣା ବ୍ଲକ ୧୧୬୮୧. ୫୦, ସାହାରପଡ଼ା ବ୍ଲକର ୧୨୪୧.୫୬, ଘଟଗାଁ ବ୍ଲକର ୧୧୦୩ ଓ ଠାକୁର ମୁଣ୍ଡା ବ୍ଲକର ୬୬୩୫ ହେକ୍ଟର ଜମିରେ ଜଳସେଚନ ହେବ। ମୋଟ୍‌ ୩୧.୮୩୫ହେକ୍ଟର ଜମିକୁ ଜଳ ଯୋଗାଇ ଦିଆଯିବ। ବୈଷୟିକ ଅନୁମୋଦନ ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ଲିଖିତ ଉତ୍ତର ଦେଇଛନ୍ତି।

ସୂଚନା ଯେ, ପାଟଣା ବିଧାୟକ ନାଏକ ତାଙ୍କ ନିର୍ବାଚନ ମଣ୍ଡଳୀ ନୂଆପଡ଼ାରେ ବ୍ୟାରେଜ ନିର୍ମାଣ ପାଇଁ ବହୁଦିନରୁ ଦାବି ହୋଇଆସୁଛି ତାହା କେବେ ହେବ କି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ପ୍ରଶ୍ନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri