ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ାଇଲେ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ …

ଭୁବନେଶ୍ୱର,୧୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀପାବଳି ପୂର୍ବରୁ ଗୁରୁବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତ ଅର୍ଥାତ୍‌ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର। ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।

ଏହା ସହିତ ପେନ୍‌ସନ୍‌ଭୋଗୀମାନଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନ୍‌ରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀ ଉପକୃତ ହେବେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri