ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ପୁଣି ହେବ ଉପନିର୍ବାଚନ!

ଭୁବନେଶ୍ୱର, ୧୧ା୪: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେଉଥିବାବେଳେ ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ଅନୁଷ୍ଠିତ ହେବ। ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲକରି ନ ଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ସମ୍ପୃକ୍ତ ଜିଲାପାଳଙ୍କ ସୁପାରିସକ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

ରାଜ୍ୟ ନିର୍ବାଚନ ଆୟୁକ୍ତ ସଚିବଙ୍କ ସୂଚନା ଅନୁଯାୟୀ, ଉକ୍ତ ୱାର୍ଡଗୁଡ଼ିକ ପାଇଁ ଏପ୍ରିଲ ୧୭ରୁ ୨୨ ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀମାନେ କେନ୍ଦ୍ର ନିର୍ବାଚନ ଆୟୋଗ ଦ୍ୱାରା ପ୍ରକାଶିତ ଭୋଟର ତାଲିକାରୁ ସମ୍ପୃକ୍ତ ୱାର୍ଡ ୱାରି ଭୋଟର ତାଲିକା ପ୍ରସ୍ତୁତ କରିବେ। ଏପ୍ରିଲ ୨୪ରେ ସମ୍ପୃକ୍ତ ଗ୍ରାମପଞ୍ଚାୟତ ମୁଖ୍ୟାଳୟରେ ୱାର୍ଡୱାରି ପ୍ରାଥମିକ ଭୋଟର ତାଲିକା ପ୍ରକାଶନ ହେବ। ଆସନ୍ତା ୩୦ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ମେ ୨ରୁ ୫ ତାରିଖ ମଧ୍ୟରେ ସମ୍ପୃକ୍ତ ଅଭିଯୋଗଗୁଡ଼ିକୁ ବିଚାରକୁ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ। ସଂଶୋଧିତ ଭୋଟର ତାଲିକାକୁ ନିର୍ବାଚନ ଅଧିକାରୀମାନେ ମେ ୯ ତାରିଖରେ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବେ ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri