ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ମୁତାବକ, ୩୭୮ ଅଧିକାରୀଙ୍କ ପୋଷାକ ଭତ୍ତା ୩୦୦୦ରୁ ୬୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏପରିକି ଚିଫ ୱାଡର୍ର୍‌, ୱାଡର୍ର୍‌ ଓ ମହିଳା ୱାର୍ଡରଙ୍କ ପୋଷାକ ଭତ୍ତା ୮ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବର୍ଷକୁ ଅତିରିକ୍ତ ୯୬.୨୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ୨୫୦୦ କର୍ମଚାରୀ ଓ ଅଧିକାରୀ ଉପକୃତ ହେବେ।
ଚଳିତ ଆର୍ଥିକ ବର୍ଷରୁ ଏହି ନୂଆପୋଷାକ ଭତ୍ତା ଲାଗୁ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ପ୍ରଥମଥର ଦିନିକିଆରେ କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?