ଶିବାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜି ମିଳିଲା…

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ ଅସହାୟ ଓ ବିପନ୍ନଙ୍କ ପାଇଁ ସାହାରା ସାଜିଥିଲେ ଆଶାକର୍ମୀ । ଆଜି ଶିବାନୀଙ୍କ ଘରେ ପହଞ୍ଚି ସରକାର ବଢ଼ାଇଲେ ସହାୟତାର ହାତ। ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ପରେ ଆଜି କେନ୍ଦ୍ରାପଡ଼ା ରାଜନଗରର ଆଶାକର୍ମୀ ଶିବାନୀଙ୍କ ମଣ୍ଡଳଙ୍କ ଘରକୁ ବିଡିଓ ନିଜେ ଯାଇ ଶିବାନୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ୱାର୍କ ଅର୍ଡର ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ, ବାତ୍ୟା ‘ଦାନା’ ଆସିବା ପୂର୍ବରୁ ବୃଦ୍ଧ, ବୃଦ୍ଧା ଓ ଗର୍ଭବତୀ ମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ରିଲିଫ କ୍ୟାମ୍ପରେ ପହଞ୍ଚାଇବାରେ ଶିବାନୀହେଳା କରି ନଥିଲେ। ତଳିଆ ଅଞ୍ଚଳରେ ରହୁଥିବା ବୃଦ୍ଧା ଓ ଗର୍ଭବତୀଙ୍କୁ ନିଜ କାନ୍ଧରେ ବୋହି ଆଶ୍ରୟସ୍ଥଳୀରେ ପହଞ୍ଚାଇବାରେ ହେଳା କରି ନ ଥିଲେ ଶୀବାନି। ଅସହାୟଙ୍କ ପାଇଁ ପାଲଟିଥିଲେ ଦେବଦୂତ । ତାଙ୍କର ଏଭଳି କାର୍ଯ୍ୟ ପାଇଁ ଚାରିଆଡୁ ଶୁଭେଚ୍ଛାର ଶୁଅ ଛୁଟିଥିବା ବେଳେ ତୁରନ୍ତ ଆବାସ ଘର ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପରେ ଆଜି ବିଡିଓ ନିଜେ ଶିବାନୀଙ୍କ ଘରେ ପହଞ୍ଚି ତାଙ୍କୁ ଆବାସ ଯୋଜନାର ୱାର୍କଅର୍ଡର ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?