ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜିଲାର ଯୁବତୀ-ଯୁବକଙ୍କୁ ୮୦% ନିଯୁକ୍ତି..

ରାୟଗଡ଼ା,୨ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଦିନିକିଆ ଗସ୍ତରେ ଆସି ସୁଭଦ୍ରା ଶକ୍ତି ମେଳା ଉଦଘାଟନ କରିଥିଲେ।ଏହି ଅବସରରେ ସ୍ଥାନୀୟ ଖଣି କମ୍ପାନୀମାନଙ୍କରେ ସ୍ଥାନୀୟ ବେକାର ଯୁବତୀ ଯୁବକମାନଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ମିଳିବ ବୋଲି କହିଛନ୍ତି । ଯେଉଁଠି ଖଣି ଅଛି ସେହି ଅଞ୍ଚଳର ବେକାର ଯୁବତୀ ଯୁବକଙ୍କୁ ନିଯୁକ୍ତି ପ୍ରଥମେ ମିଳିବ, ଯାହା ସଂପୃକ୍ତ କମ୍ପାନୀର ୮୦ ପ୍ରତିଶତ ନିଯୁକ୍ତି ହେବ ବୋଲି କହିଛନ୍ତି । ଏଠି ସହିତ ରାୟଗଡ଼ା ଜିଲାର ଯୁବତୀଯୁବକଙ୍କୁ ମଧ୍ୟ ନିଯୁକ୍ତି ଦିଆଯିବ ଏବଂ ପରେ ବାହାର ଜିଲାକୁ ସୁଯୋଗ ଦିଆଯିବ ବୋଲି କହିଛନ୍ତି ମୋହନ ମାଝୀ ।
ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି । ପୂର୍ବ ସରକାରଙ୍କ ସମୟରେ ଏସବୁ ହେଉନଥିଲା। ହେଲେ ବର୍ତ୍ତମାନ ସରକାର ଏହି ପ୍ରତିଶ୍ରୁତି ପାଳନ କରିବ ଏବଂ ପ୍ରତିଶ୍ରୁତି ପାଣିରେ ଗାର ହେବ ନାହିଁ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି। ପ୍ରକାଶ ଥାଉକି, ଜାନୁଆରୀ ୨୮ ତାରିଖରେ ରାୟଗଡ଼ା ଜିଲା କାଶିପୁର ବ୍ଲକର ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା ଇଣ୍ଟରନେସନାଲ କମ୍ପାନୀ ପ୍ରାୟ ୧୮ ବର୍ଷ ତଳେ ଆରମ୍ଭ ସମୟରେ ନିଯୁକ୍ତି ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇବା ନେଇ ଦେଇଥିବା ପ୍ରତିଶ୍ରୁତି କେବଳ ପାଣିରେ ଗାର ବୋଲି ଧରିତ୍ରୀରେ ଖବର ପ୍ରକାଶିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri