କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଘଟଗାଁ ତାରିଣୀ ପୀଠ ପାଇଁ…

ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ସେଗୁଡିକ ହେଲା-ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬, କାରଖାନା ୧୯୪୮ର ସଂଶୋଧନ ଆଇନ ପାରିତ। ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି। ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ ମିଳିବ। ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ। ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ। ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି। ସେହିପରି ଘଟଗାଁ ତାରିଣୀ ପୀଠର ପାରିପାଶର୍‌ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ମିଳିଛି। ୫୯ ଏକର ଜମିକୁ ନେଇ ପାରିପାଶର୍‌ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri