ମିଶନ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଲକ୍ଷପତି ଦିଦି ହେବାରେ…

ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ । ବିଭିନ୍ନ କ୍ଷେତ୍ର ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା ହୋଇଛି।
ଏହି ବଜେଟରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି, ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ମିଶନ ଶକ୍ତି ବିଭାଗ ପାଇଁ ବ୍ୟୟ ବରାଦ ୨ ହଜାର ୭ ଶହ ୭୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଯାହା ବିଶେଷ ଭାବେ ଆମ ମହିଳାମାନଙ୍କୁ ଆର୍ଥିକ ଭାବେ ଶସକ୍ତ କରିବା ସହ ଲକ୍ଷପତି ଦିଦି ହେବାରେ ସହାୟକ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri