ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କନିଷ୍ଠ ଶିକ୍ଷକଙ୍କ ବଢିଲା ଦରମା

Featured Video Play Icon

ଭୁବନେଶ୍ୱର,୧୨।୨: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ମାସିକ ୫ହଜାର ଦରମା ବୃଦ୍ଧି କଲେ ସରକାର। ଏଣିକି ୧୧ ହଜାରରୁ ବଢ଼ି ୧୬ ହଜାର ହେଲା ଶିକ୍ଷକଙ୍କ ଦରମା। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲର ଶିକ୍ଷକଙ୍କୁ ମିଳିବ ଏହି ବର୍ଦ୍ଧିତ ଦରମା। ମାସିକ ୧୧ ହଜାର ଟଙ୍କା ବଦଳରେ ୧୬ ହଜାର ପାଇବେ। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ବୃଦ୍ଧି ପାଇପାରେ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri