ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସ୍କଲାରସିପ୍‌ରେ ଛାତ୍ରୀଛାତ୍ରୀଙ୍କୁ ମିଳିବ ଏତେ ଟଙ୍କା

ଭୁବନେଶ୍ୱର,୯।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ପ୍ରିମାଟ୍ରିକ ସ୍କଲାରସିପ୍‌ରେ ଏଣିକି ପିଲାଙ୍କୁ ୧୬ ହଜାର ଟଙ୍କା ମିଳିବ। ୧୦ ହଜାର ୫୦୦ରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। ଅନ୍ବେଷା ଯୋଜନାରେ ଛାତ୍ରୀଛାତ୍ରମାନଙ୍କୁ ମିଳିବ ୧୭ ହଜାର ଟଙ୍କା। ସେହିପରି ପୋଷ୍ଟ ମାଟ୍ରିକ ସ୍କଲାରସିପ୍‌ ଛାତ୍ରମାନଙ୍କୁ ୧୬ ହଜାର ଟଙ୍କା ଏବଂ ପୋଷ୍ଟ ମାଟ୍ରିକ ସ୍କଲାରସିପ୍‌ରେ ଛାତ୍ରୀମାନଙ୍କୁ ୧୭ ହଜାର ଟଙ୍କା ମିଳିବ।

Dharitri – The Most Trusted Odia Daily of Odisha


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri