ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୪ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ , କାରଖାନା ୧୯୪୮ର ସଂଶୋଧନ ଆଇନ ପାରିତ ହୋଇଛି। ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ସେହିପରି ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ ମିଳିବ। ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ। ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ। ଏହା ସହିତ ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି। ଘଟଗାଁ ତାରିଣୀ ପୀଠର ପାରିପାଶର୍‌ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର। ୫୯ ଏକର ଜମିକୁ ନେଇ ପାରିପାଶର୍‌ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri