ଭଦ୍ରକକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ଭେଟିଦେଲେ ୨୭୪ କୋଟି ଟଙ୍କାର…

ଭଦ୍ରକ,୨।୬: ଭଦ୍ରକକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର। ୨୭୪ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୩ ପୂର୍ଣ୍ଣାଙ୍ଗ ପ୍ରକଳ୍ପର ଲୋକାର୍ପଣ ସହ ନୂଆ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ  କରିଛନ୍ତି। ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଜେଡିକୁ  ଟାର୍ଗେଟ କରିଛନ୍ତି। ୧୬ ବର୍ଷ ଧରି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନ ଥାଆନ୍ତି ବୋଲି କହିଛନ୍ତି। ଆମ ସରକାର ସମସ୍ତଙ୍କ ଅଭିଯୋଗ ଶୁଣୁଛି, ରାଜଧାନୀ ବାହାରେ ବି ଶୁଣୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 5T ନାଁରେ ରଙ୍ଗ ମାରିବା ଓ ବାଜା ବଜାଇବାରେ ଚାଲିଯାଇଛି। ଆୟୁଷ୍ମାନ ଯୋଜନା ପୂର୍ବ ସରକାର ଲାଗୁ କରୁ ନ ଥିଲେ, ଆମେ କଲୁ ବୋଲି ବିଜେଡିକୁ ଟାର୍ଗେଟ କରି କହିଛନ୍ତି।
ସେ ଏହା ମଧ୍ୟ କହିଥିଲେ  ଚାଷୀଙ୍କୁ ଶହେ ଚଙ୍କା ବୋନସ ଘୋଷଣା କରିଥିଲେ। କିନ୍ତୁ ଦେଇ ପାରିଲେନି। ସୁଭଦ୍ରା ସହାୟତା ରାଶି ଉପଯୋଗ କରି ଲକ୍ଷପତି ଦିଦି ତିଆରି ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri