ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ମନ୍ତ୍ରୀ କହିଛନ୍ତି। ପରିବହନ ବିଭାଗ ଯେମିତି କ୍ଷତି ନ ସହିବ ସେନେଇ ମଧ୍ୟ ଆଲୋଚନା ହୋଇଛି। ୧୪୨୨ଟି ବସ୍‌ ଯୋଗେ ସ୍କୁଲ ପିଲାଙ୍କୁ ମାଗଣା ସେବା ଯୋଗାଇ ଦିଆଯିବ। ଉଭୟ ଏସି ଓ ନନ୍‌ ଏସି ବସ୍‌ରେ ଲାଗୁ ହେବ ଏହି ସେବା। ବସ୍‌ରେ ଯାତ୍ରା ବେଳେ ୟୁନିଫର୍ମରେ ରହିବା ସହ ଆଇକାର୍ଡ ପକାଇବେ ଛାତ୍ରଛାତ୍ରୀ। କେଉଁ ରୁଟ୍‌ରେ କେତେ ବସ୍‌ ଚାଲିବ ତାହା OSRTC ସ୍ଥିର କରିବ ବୋଲି ମନ୍ତ୍ରୀ କହିଛନ୍ତି।

ଏଥିସହିତ ମନ୍ତ୍ରୀ କହିଛନ୍ତି, ଏଣିକି ଅନ୍‌ଲାଇନ୍‌ ସହ ଅଫ୍‌ଲାଇନ୍‌ରେ ବି ଇ-ଚାଲାଣ ପୈଠ କରିହେବ। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ଵ ଦିଆଯାଇଛି। ମୋବାଇଲ ନଂ ଅପଡେଟ୍ ନ ଥିବାରୁ OTP ପାଉ ନଥିବା ବ୍ୟକ୍ତିଙ୍କୁ ହେବ ସହାୟକ -ଦୁର୍ବଳ ଇଣ୍ଟରନେଟ ଅଞ୍ଚଳର ଲୋକଙ୍କୁ ମଧ୍ୟ ଏହା ସହାୟକ ହେବ ବୋଲି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri