ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା, ମିଳିବ ୫୦ ପ୍ରତିଶତ ରିହାତି

ଭୁବନେଶ୍ୱର,୮।୫: ଯାତ୍ରୀଙ୍କ ଯାତାୟତର ସୁବିଧା ପାଇଁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା। ମୁଖ୍ୟମନ୍ତ୍ରୀ ବସ ସେବାରେ ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦ ପ୍ରତିଶତ ରିହାତି ମିଳିବ। ଏହାସହ ଛାତ୍ର ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କୁ ମଧ୍ୟ ମିଳିବ ୫୦ ପ୍ରତିଶତ ରିହାତି ମିଳିବାର ସୁବଧା ରହିଛି। ଏହି ପ୍ରସ୍ତାବ ସମେତ ୫ଟି ବିଭାଗର ୮ଟି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକରେ ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାକୁ ମଧ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଛି।
ଏହି ଯୋଜନାରେ ଏକ ହଜାର କୋଟି ବ୍ୟୟରେ ୫୦୦ କିଲୋମିଟର ନୂତନ ରାସ୍ତା ନିର୍ମାଣ ହେବ। ନିର୍ବାଚନ ମଣ୍ଡଳିରେ ଥିବା ସଡ଼କ ନିର୍ମାଣ ଓ ମରାମତି ଏବଂ ନିର୍ବାଚନମଣ୍ଡଳି ଅର୍ଥ ବ୍ୟବସ୍ଥା ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଛି। ପ୍ରାଣୀ ଚିକିତ୍ସା ବୈଷୟିକ ସେବା ନିୟମ ଏବଂ ପ୍ରାଣୀ ଚିକିତ୍ସା ବୈଷୟିକ ସେବା କ୍ୟାଡରରେ ୧୧୩ ନୂତନ ପଦବୀ ସୃଷ୍ଟି କରିବା ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି।
ସେହିପରି ଫ୍ୟାମିଲ ପେନସନ ବ୍ୟାବସ୍ଥା ପୂର୍ବରୁ ଅବିବାହିତ ଝିଅଙ୍କ ପାଇଁ ଥିଲା। ଏବେ ଏଥିରେ ସଂଶୋଧନ କରାଯାଇଛି। ଯଦି ଦିବ୍ୟାଙ୍ଗ ଝିଅ ହୋଇଥିବେ, ତାଙ୍କର ବାହାଘର ସରିଛି, ତଥାପି ପେନସନ ପାଇପାରିବେ। କେବଳ ପରିବାରର ଆୟ ୫ଲକ୍ଷରୁ କମ ଥିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶାଖୀରେ ଆରମ୍ଭ ହୋଇଥିଲା କାହାଣୀ! ଜ୍ୟୋତି ମାଲହୋତ୍ରାଙ୍କ ତୀର୍ଥଯାତ୍ରା ଭାରତର ସୁରକ୍ଷା ପାଇଁ କିପରି ବିପଦ ପାଲଟିଲା?

ନୂଆଦିଲ୍ଲୀ,୧୯।୫: ହରିୟାଣାର ଜଣେ ଲୋକପ୍ରିୟ ଟ୍ରାଭେଲ ବ୍ଲଗର ଜ୍ୟୋତି ମାଲହୋତ୍ରାଙ୍କ ଗିରଫଦାରୀ ଭାରତରେ ଏକ ବିସ୍ଫୋରକ ବିବାଦର ସୃଷ୍ଟି କରିଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା (ଆଇଏସଆଇ)...

ଭାରତରେ ବଢ଼ିଲା କୋଭିଡ-୧୯ ମାମଲା, ଏହି ଦୁଇ ରାଜ୍ୟରେ ସର୍ବାଧିକ ମାମଲା

ନୂଆଦିଲ୍ଲୀ,୧୯ା୫: ୨୦୧୯ର କରୋନା ଭାଇରସ ରୋଗ (କୋଭିଡ-୧୯) ପୁନରାଗମନ କରୁଥିବା ଜଣାପଡ଼ୁଛି, ଏସିଆର ଦୁଇ ବଡ଼ ସହର ହଂକଂ ଏବଂ ସିଙ୍ଗାପୁରରେ ମାମଲାରେ ନାଟକୀୟ ବୃଦ୍ଧି...

ଦୀର୍ଘ ୩୦ ବର୍ଷ ପରେ ନୂଆ ଅଭିଯୋଗ ପ୍ରକୋଷ୍ଠ: ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୯।୫: ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ  ଅଭିଯୋଗ ଶୁଣିଛନ୍ତି। ସମସ୍ୟା ଓ ଦୁଃଖ ଶୁଣିବା ସହିତ...

ଯୁଦ୍ଧବିରତିରେ ଆମେରିକାର କୌଣସି ଭୂମିକା ନାହିଁ, ସଂସଦୀୟ ପ୍ୟାନେଲକୁ ସୂଚନା ଦେଲେ ସରକାର

ନୁଆଦିଲ୍ଲୀ,୧୯।୫: ବୈଦେଶିକ ସଚିବ ବିକ୍ରମ ମିଶ୍ରୀ ସୋମବାର ଏକ ସଂସଦୀୟ କମିଟିକୁ କହିଛନ୍ତି ଯେ ଭାରତ-ପାକିସ୍ତାନ ଯୁଦ୍ଧବିରତି ସ୍ଥାପନରେ ଆମେରିକାର କୌଣସି ଭୂମିକା ନଥିଲା। ସେ...

ଘରେ ଛାଡ଼ିଦେବେ କହି ଯୁବତୀଙ୍କୁ ଅଟୋରେ ନେଇଗଲେ: ୭ ଦିନ ଭଡ଼ାଘରେ ରଖି କଲେ ଗଣ ବଳାତ୍କାର, ପରେ…

ବାଲିଗୁଡ଼ା,୧୯ା୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଛି। ଯୁବତୀଙ୍କୁ ଅଟୋରେ ଘରକୁ ଛାଡ଼ି ଦେବାକୁ କହି...

ବହୁମୁଖୀ ସମବାୟ ସମିତି ଲିଃରେ ବଢ଼ୁଛି ଅନିୟମିତତା: ନିର୍ଦ୍ଦେଶିକାଙ୍କ କାର୍ଯ୍ୟ ଶୈଳୀକୁ ନେଇ…

ଦାରିଙ୍ଗବାଡ଼ି,୧୯ା୫(ଅରୁଣ ସାହୁ): ଦାରିଙ୍ଗବାଡ଼ିଠାରେ ଥିବା ବୃହଦାକାର ବହୁମୁଖୀ ସମବାୟ ସମିତି ଲିଃରେ ଅନିୟମିତତା ଦେଖାଦେଇଛି। ସମିତିର ଅଧ୍ୟକ୍ଷା ଲିଲିମା ପ୍ରଧାନଙ୍କ ସମେତ ସମସ୍ତ ବୋର୍ଡ ସଦସ୍ୟ...

ଓଡ଼ିଶା ଆସିଥିଲେ ପାକିସ୍ତାନୀ ଗୁପ୍ତଚର: ଏବେ ଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲାଣି ଡ୍ରୋନ୍‌

ଭୁବନେଶ୍ୱର,୧୯।୫: ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ ।ସୋମବାର ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଏହି ଡ୍ରୋନ୍‌ ଉଡ଼ିଥିବା ଦେଖିବାକୁ ମିଳିଛି।ଡ୍ରୋନ...

ପ୍ରେମରେ ବିଫଳ ହୋଇ ପ୍ରେମିକାଙ୍କୁ ଏସିଡ୍‌ ମାଡ଼ କରିବାକୁ ଯାଇଥିଲେ, ଆଉ ତା’ପରେ…

ଭୁବନେଶ୍ୱର,୧୯।୫: ଭୁବନେଶ୍ୱର ଶହିଦନଗର ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍‌ନାକୁ ଆସିଛି। ଏକତରଫା ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଉନ୍ମତ୍ତ କାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri