
ଭୁବନେଶ୍ୱର,୮।୨: ଫେବୃଆରୀ ୧୦ ତାରିଖରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି l
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।