ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ…

ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିଛନ୍ତି। ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ଚାଲିଛି। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଅଛନ୍ତି। ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଅଛନ୍ତି । ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ଏହି ଆଲୋଚନା କରିଛନ୍ତି।

ଆସନ୍ତା ଜାନୁଆରୀରେ ଉତ୍କର୍ଷ ଓ କନ୍‌କ୍ଲେଭ ହେବାକୁ ଥିବା ବେଳେ କନକ୍ଲେଭ୍‌କୁ ଆସିବା ଲାଗି ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିବା କାର୍ଯ୍ୟକ୍ରମ ରହିଛି। ତେବେ ଆଜି ମଧ୍ୟାହ୍ନଭୋଜନ ପରେ ଦ୍ବିତୀୟ ସେଗ୍‌ମେଣ୍ଟରେ ନିବେଶକଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ। ଏହାପରେ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri