ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଛି। ଏଥିପାଇଁ www.msp.odisha.gov.inରେ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପ୍ରାଥମିକ ବିଦ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପୁରାତନ ଛାତ୍ରୀଛାତ୍ର କମିଟି ପୁରସ୍କାର, ଗ୍ରାମପଞ୍ଚାୟତ ପୁରସ୍କାର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆର୍‌ସିସି) ପୁରସ୍କାର, ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର, ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର, ଜିଲା ପୁରସ୍କାର, ବ୍ଲକ ପୁରସ୍କାର, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବ୍‌ସାଇଟରେ ସମସ୍ତ ସୂଚନା ଉପଲବ୍ଧ ରହିଥିବା କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri