ମୁଖ୍ୟମନ୍ତ୍ରୀଙ୍କ ଗ୍ୟାରେଣ୍ଟି: ଜୁଲାଇରୁ ୯୦ ପ୍ରତିଶତ ପରିବାର ପାଇବେ…

ଭୁବନେଶ୍ୱର,୨୩।୫: ରାଜ୍ୟ ସରକାର ରାଜ୍ୟ ସରକାରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନିର୍ବାଚନ ଇସ୍ତାହାରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯଦି ରାଜ୍ୟରେ ବିଜେଡି ଆଉଥରେ ସରକାରକୁ ଆସେ ତେବେ ରାଜ୍ୟର ୯୦ ପ୍ରତିଶତ ପରିବାର ଜୁଲାଇରୁ ମାଗଣା ବିଜୁଳି ପାଇବେ। ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ୧୦୦ ୟୁନିଟ ଯାଏ ବ୍ୟବହାର କରୁଥିବା ସମସ୍ତ ପରିବାରର ବିଜୁଳି ବିଲ୍‌ ଛାଡ କରାଯିବ । ଏହାସହ ୧୦୦ ୟୁନିଟରୁ ୧୫୦ ୟୁନିଟ ପର୍ଯ୍ୟନ୍ତ ବ୍ୟବହାର କରୁଥିବା ପରିବାରକୁ ୫୦ ୟୁନିଟ୍‌ ମାଗଣା ବିଜୁଳି ଯୋଗାଇ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବବିଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୫।୬: ବିଜେଡି ନେନତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀ ବଡ଼ ସୂଚନା ଦେଇଛନ୍ତି। ଜିଏ ଅଧିକାରୀ କହିଛନ୍ତି, ନିର୍ମାଣ ପାଇଁ...

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୫।୬: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି...

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି...

ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା: ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌

ଭୁବନେଶ୍ବର,୨୫।୬: ଦୂର ହେବ ଟ୍ରାଫିକ ସମସ୍ୟା। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି।...

ଏସ୍‌ସିବିରେ ରୋଗୀ, ଡାକ୍ତରଙ୍କ ସହ ଆଲୋଚନା କଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୨୫।୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏସ୍‌ସିବି ମେଡିକାଲ ଗସ୍ତ କରିଛନ୍ତି। ମେଡିକାଲରେ ସମସ୍ତ ବିଭାଗ ଭ୍ରମଣ କରିବା ସହ ଏସ୍‌ସବି...

ଓଡ଼ିଆରେ ଶପଥ ନେଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ,୨୫।୬: ସଂସଦରେ ଶପଥ ନେଲେ ଓଡ଼ିଆ ସାଂସଦ। ସୋମବାର ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ ଶପଥ ଗ୍ରହଣ କରିଥିଲେ। ମଙ୍ଗଳବାର...

ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ...

ରାହୁଲ କହିଲେ ଆମକୁ ଦିଅ ଉପ-ବାଚସ୍ପତି, ହେଲେ ଛିଣ୍ଡିଲାନି ଅଙ୍କ

ନୂଆଦିଲ୍ଲୀ, ୨୫।୬: ଲୋକସଭା ବାଚସ୍ପତି ଚୟନକୁ ନେଇ ରଜନୈତିକ ମହଲରେ ଥିବା ସସପେନ୍ସ ଏବଂ ଡ୍ରାମା ମଧ୍ୟରେ ଏନଡିଏ ପକ୍ଷରୁ ଓମ ର୍ବିଲା ଲୋକସଭାର ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri