ମୁଖ୍ୟମନ୍ତ୍ରୀଙ୍କ ଗ୍ୟାରେଣ୍ଟି: ଜୁଲାଇରୁ ୯୦ ପ୍ରତିଶତ ପରିବାର ପାଇବେ…

ଭୁବନେଶ୍ୱର,୨୩।୫: ରାଜ୍ୟ ସରକାର ରାଜ୍ୟ ସରକାରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନିର୍ବାଚନ ଇସ୍ତାହାରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯଦି ରାଜ୍ୟରେ ବିଜେଡି ଆଉଥରେ ସରକାରକୁ ଆସେ ତେବେ ରାଜ୍ୟର ୯୦ ପ୍ରତିଶତ ପରିବାର ଜୁଲାଇରୁ ମାଗଣା ବିଜୁଳି ପାଇବେ। ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ୧୦୦ ୟୁନିଟ ଯାଏ ବ୍ୟବହାର କରୁଥିବା ସମସ୍ତ ପରିବାରର ବିଜୁଳି ବିଲ୍‌ ଛାଡ କରାଯିବ । ଏହାସହ ୧୦୦ ୟୁନିଟରୁ ୧୫୦ ୟୁନିଟ ପର୍ଯ୍ୟନ୍ତ ବ୍ୟବହାର କରୁଥିବା ପରିବାରକୁ ୫୦ ୟୁନିଟ୍‌ ମାଗଣା ବିଜୁଳି ଯୋଗାଇ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ...

ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ...

ସ୍ନାନ ପୂର୍ଣ୍ଣିମା, ରଥଯାତ୍ରା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬ା୬: ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ...

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ...

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ...

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ...

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri