ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା: ଛାତ୍ରୀଛାତ୍ର ଖାଇଲେ ମାଣ୍ଡିଆ, ରାଶି ଲଡୁ

କର୍ଲାମୁଣ୍ଡା:୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ସ୍ଥାନୀୟ ସରପଞ୍ଚ ସ୍ବର୍ଣ୍ଣ ଲତା ସାହୁ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ନନ୍ଦି କିଶୋର ଭୋଇ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଗୋପମଣୀ ସାହୁ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ରାଉତ, ନୋଡାଲ ସିଆର୍‌ସିସି ପ୍ରସନ୍ନ କୁମାର ସାହୁ, ୱାର୍ଡ ମେମ୍ବର ଚନ୍ଦ୍ର ଭାନୁ ସାହୁ ପ୍ରମୁଖ ଯୋଗଦେଇ ସରକାରଙ୍କ ପୋଷଣ ଯୋଜନାର ଶୁଭାରମ୍ଭ କରିବା ସହ ଛାତ୍ରୀଛାତ୍ରମାନଙ୍କୁ ମାଣ୍ଡିଆ ଲଡୁ ଓ ରାଶି ଲଡୁ ବଣ୍ଟନ କରିଥିଲେ।

ସରକାରଙ୍କ ଦ୍ୱାରା ପ୍ରଥମ ଥର ପାଇଁ ନବମ ଓ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମଧ୍ୟ ପୋଷଣ ଖାଦ୍ୟ ତଥା ମଧ୍ୟାହ୍ନ ଭୋଜନରେ ସାମିଲ କରିଥିବାରୁ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଥିଲା। ସେହିପରି ବ୍ଲକର ବଡ଼ଡୁଙ୍ଗୁରିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜେ. ମାଲିପଡା ପ୍ରାଥମିକ ବିଦ୍ୟାଳୟ, ବୀର କିଶୋର ଉଚ୍ଚ ବିଦ୍ୟାଳୟ ଭଟାପଲା, ନୋଡାଲ ପ୍ରାଥମିକ ବିଦ୍ୟାଳୟ, କନ୍ଧପଡା ପ୍ରାଥମିକ ବିଦ୍ୟାଳୟ ସମେତ ବ୍ଲକର ବିଭିନ୍ନ ବିଦ୍ୟାଳୟଙ୍କରେ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri