ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା: ଛାତ୍ରୀଛାତ୍ର ଖାଇଲେ ମାଣ୍ଡିଆ, ରାଶି ଲଡୁ

କର୍ଲାମୁଣ୍ଡା:୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ସ୍ଥାନୀୟ ସରପଞ୍ଚ ସ୍ବର୍ଣ୍ଣ ଲତା ସାହୁ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ନନ୍ଦି କିଶୋର ଭୋଇ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଗୋପମଣୀ ସାହୁ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ରାଉତ, ନୋଡାଲ ସିଆର୍‌ସିସି ପ୍ରସନ୍ନ କୁମାର ସାହୁ, ୱାର୍ଡ ମେମ୍ବର ଚନ୍ଦ୍ର ଭାନୁ ସାହୁ ପ୍ରମୁଖ ଯୋଗଦେଇ ସରକାରଙ୍କ ପୋଷଣ ଯୋଜନାର ଶୁଭାରମ୍ଭ କରିବା ସହ ଛାତ୍ରୀଛାତ୍ରମାନଙ୍କୁ ମାଣ୍ଡିଆ ଲଡୁ ଓ ରାଶି ଲଡୁ ବଣ୍ଟନ କରିଥିଲେ।

ସରକାରଙ୍କ ଦ୍ୱାରା ପ୍ରଥମ ଥର ପାଇଁ ନବମ ଓ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମଧ୍ୟ ପୋଷଣ ଖାଦ୍ୟ ତଥା ମଧ୍ୟାହ୍ନ ଭୋଜନରେ ସାମିଲ କରିଥିବାରୁ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଥିଲା। ସେହିପରି ବ୍ଲକର ବଡ଼ଡୁଙ୍ଗୁରିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜେ. ମାଲିପଡା ପ୍ରାଥମିକ ବିଦ୍ୟାଳୟ, ବୀର କିଶୋର ଉଚ୍ଚ ବିଦ୍ୟାଳୟ ଭଟାପଲା, ନୋଡାଲ ପ୍ରାଥମିକ ବିଦ୍ୟାଳୟ, କନ୍ଧପଡା ପ୍ରାଥମିକ ବିଦ୍ୟାଳୟ ସମେତ ବ୍ଲକର ବିଭିନ୍ନ ବିଦ୍ୟାଳୟଙ୍କରେ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri