ଜନଜାତି ଭଉଣୀ-ଭାଇଙ୍କ ନାଁରେ ଥିବା ମୋକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମୋକଦ୍ଦମାଗୁଡ଼ିକର ସମୀକ୍ଷା କରିଥିଲେ। ମୋକଦ୍ଦମାଗୁଡ଼ିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସମ୍ପର୍କିତ ମାମଲା ପ୍ରତ୍ୟାହୃତ ପାଇଁ ନିଷ୍ପତ୍ତି ହୋଇଛି।

ଏହି ମାମଲାଗୁଡ଼ିକ ମଧ୍ୟରେ ଅବକାରୀ ବିଭାଗ ଅଧୀନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri