ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ମିଳିଲା ଏହି ଦାୟିତ୍ୱ

ଭୁବନେଶ୍ୱର,୨ା୧:  ନୂଆବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ୫ ମାସ ତଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ଗୁରୁବାର ବଦଳି ହୋଇଛି। ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ଅରିନ୍ଦମଙ୍କୁ ପୌର ପ୍ରଶାସକ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିିଥିବା ବିଜ୍ଞପ୍ତିରୁ ପ୍ରକାଶ।

ସେହିପରି ଏନ୍‌ବିଏସ ରାଜପୁତ ସାଧାରଣ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ ହୋଇଛନ୍ତି। ଟି ଆଓଙ୍କୁ ଯୋଜନା ଓ ସଂଯୋଜନ ବିଭାଗ ସ୍ବତନ୍ତ୍ର ସଚିବ ଦାୟିତ୍ୱ ମିଳିଛି। ସେହିପରି ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଥିସହ ପ୍ରେମଚନ୍ଦ୍ର ଚୌଧୁରୀ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦ୍ଦେଶକ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri