ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ, ଶୃଙ୍ଖଳିତ ନୀତିକାନ୍ତି ନେଇ ଆଲୋଚନା

ପୁରୀ,୨୨ା୬: ରଥଯାତ୍ରା ପ୍ରସ୍ତୁତିକୁ ନେଇ ରବିବାର ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ପୌର ସଦନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ଅଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ବହୁ ମନ୍ତ୍ରୀ ଉପସ୍ଥିତ ଥିବାବେଳେ ମୁଖ୍ୟ ଶାସନ ସଚିବ, ଡିଜିପି ଓ ଅଗ୍ନିଶମ ଡିଜି, ପୁରୀ ଜିଲାର ସମସ୍ତ ବିଧାୟକ ଓ ଦୁଇ ଏମ୍‌ପି ଉପସ୍ଥିତ ଅଛନ୍ତି। ପରିମଳ, ସ୍ବାସ୍ଥ୍ୟ, ସୁରକ୍ଷା ଓ ଗମନାଗମନ, ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ନେଇ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri