ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ ବିଧାୟିକା ମନୋରମା ମହାନ୍ତି ଓ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ପ୍ରଚେଷ୍ଟା ବଳରେ ହିତାଧିକାରୀମାନେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତୁରନ୍ତ ସହାୟତା ପାଇପାରିଛନ୍ତି। ସେମାନେ ହେଲେ କର୍ଲାମୁଣ୍ଡା ନିବାସୀ ସୁମତୀ ନାଏକ, ଓ ପୋରକେଲା ପଞ୍ଚାୟତ ଖରଜୁରା ଗ୍ରାମର ଘନଶ୍ୟାମ ପ୍ରଧାନ ସମେତ ନର୍ଲା ନିର୍ବାଚନ ମଣ୍ଡଳୀର ବିଭିନ୍ନ ଅଞ୍ଚଳର ଲୋକେ ସୁଫଳ ପାଇଛନ୍ତି। ଏଥିପାଇଁ ସେମାନେ ବିଧାୟକ ବିଧାୟିକା ମହାନ୍ତି ଓ ନର୍ଲା ବ୍ଲକ ଅଧ୍ୟକ୍ଷ ତଥା ଯୁବନେତା ଦୁର୍ଗା ପ୍ରସାଦ ମହାନ୍ତି ଏବଂ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍: କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ, ନବୀନଙ୍କୁ ଦିଆଯିବ ରିପୋର୍ଟ

ପାତ୍ରପୁର, ୩୧ା୧୦ (ଉମା ଚରଣ ନେପାକ): ବାତ୍ୟା ପରବର୍ତ୍ତୀ ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ପାତ୍ରପୁର ଅଞ୍ଚଳର କ୍ଷତିଗ୍ରସ୍ତ ଗାଁ…

ମମତା ଯୋଜନା ନାଁ ରେ ମହିଳା ଙ୍କୁ ଠକେଇ: ଲକ୍ଷାଧିକ ଟଙ୍କା ଲୁଟି ନେଲେ ସାଇବର ଅପରାଧି

ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମର ପି. ମିନି ରେଡ୍ଡୀ ନାମ୍ନୀ ଜଣେ ଗର୍ଭବତୀ ମହିଳା ଙ୍କୁ ମମତା…

ଗଞ୍ଜାମରେ ୭୩ ଗାଁ ବନ୍ୟା ପ୍ରଭାବିତ:୫୬ ହଜାର ୫୧ ଜଣଙ୍କୁ ସ୍ଥାନାନ୍ତର

ଛତ୍ରପୁର, ୩୧ା୧୦ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲରେ ବନ୍ୟା ସ୍ଥିତିକୁ ନେଇ ଜିଲାପାଳ ଶନିବାର ସାମ୍ବାଦିକ ସମ୍ମିଳନୀ କରି ସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି। ଜିଲାରେ ବନ୍ୟାଜଳ…

ନଭେମ୍ବର ପହିଲାରୁ ସାମୁଦ୍ରିକ ପ୍ରବେଶ କଟକଣା: ସୀମା ଅତିକ୍ରମ କଲେ ବନ୍ଧା ହେବେ ମତ୍ସ୍ୟଜୀବୀ

ମହାକାଳପଡ଼ା,୩୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ କୂଳଠାରୁ ୨୦ କିମି ପରିଧି କୋର୍‌ ଓ ବଫର ଜୋନ୍‌ ଅଞ୍ଚଳରେ ବର୍ଷ…

ଦୀପାବଳି ପାଇଁ ଆସିଲା ଗାଇଡ୍‌ଲାଇନ: ରାତି ୯ଟା ସୁଦ୍ଧା ବାଣଫୁଟା, ନିୟମ ଉଲଘଂନ କଲେ…

ଭୁବନେଶ୍ୱର,୩୧।୧୦: ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଶନିବାର ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ଗାଇଡଲାଇନରେ ସବୁଜ ବାଣ ବ୍ୟବହାର ଉପରେ…

ନିଲମ୍ବନର ପ୍ରତିଶୋଧ: ବିଭାଗ ମୁଖ୍ୟଙ୍କୁ ଛୁରାମାଡ଼ , ବାରମ୍ବାର ନିବେଦନ ସତ୍ତ୍ୱେ ପ୍ରତ୍ୟାହାର ହୋଇ ନ ଥିଲା ନିଲମ୍ବନ

ସମ୍ବଲପୁର, ୩୧।୧୦ (ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ମୁଖ୍ୟ (ଏଚ୍‌ଓଡି) ପ୍ରଫେସର ସତ୍ୟନାରାୟଣ ସାହୁଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…

୨ ଯାଏଁ ଗଞ୍ଜାମରେ ସ୍କୁଲ ଛୁଟି: ସୂଚନା ଦେଇ ଜିଲାପାଳ କହିଲେ…

ଛତ୍ରପୁର, ୩୧।୧୦: ଗଞ୍ଜାମ ଜିଲାରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲକୁ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଏ ନେଇ…

ବନ୍ୟାଞ୍ଚଳ ପରିଦର୍ଶନବେଳେ ଖଲ୍ଲିକୋଟ ବିଧାୟକଙ୍କୁ ଆକ୍ରମଣ କଲେ ଲୋକେ, ଭିଡିଓ ଭାଇରାଲ…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୟଙ୍କର ବନ୍ୟାରେ ଲୋକଙ୍କ ଘରଦ୍ୱାର ଭାଙ୍ଗି ଜୀବନଜୀବିକା ଉଜୁଡ଼ିଯାଇଛି। ହେଲେ ବନ୍ୟା ବିପନ୍ନ ଲୋକେ ପାଣିଘରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?