ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ, ଅଭିଯୋଗ ଶୁଣାଣିରେ ଲୋକଙ୍କ ସମସ୍ୟା ସମାଧାନ ନ ହେଲେ…

ଭୁବନେଶ୍ୱର,୬।୨: ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ଜନଶୁଣାଣିରେ ଲୋକଙ୍କ ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ବା ସିଏମଓ ପକ୍ଷରୁ ଚିଠି ଜାରି ହୋଇଛି । ସବୁ ଜିଲାର ଜିଲାପାଳ, ଏସପି, ପୋଲିସ ଡିଜି, ପୋଲିସ କମିଶନର ସମସ୍ତଙ୍କୁ ସିଏମଓ ପକ୍ଷରୁ ଚିଠି ହୋଇଛି ।

କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri