ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ଆମ ବସ୍‌ ଡ୍ରାଇଭରଙ୍କୁ ଦିଆଯିବ ନିୟମିତ ଟ୍ରେନିଂ

ଭୁବନେଶ୍ୱର,୪ା୧: ରାଜ୍ୟ ସରକାରଙ୍କ ‘ଆମ ବସ୍‌’ ବାରମ୍ବାର ଦୁର୍ଘଟଣା ଘଟାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କଡ଼ା ନିର୍ଦ୍ଦେଶ ଦେଇ କହିଛନ୍ତି, ଡ୍ରାଇଭରଙ୍କୁ ନିୟମିତ ଟ୍ରେନିଂ ଦିଆଯିବ। ବିଶେଷକରି ଆମ ବସ୍‌ ଡ୍ରାଇଭରମାନଙ୍କ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ ଦିଆଯିବ। ଡ୍ରାଇଭରମାନଙ୍କ ମଧ୍ୟରେ ସମ୍ବେଦନଶୀଳ ମନୋଭାବ ସୃଷ୍ଟି ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏମ୍‌ଭିଆଇମାନଙ୍କ ଦ୍ୱାରା ଆମ ବସ୍‌ଗୁଡ଼ିକର ଫିଟନେସ୍‌ ଯାଞ୍ଚ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବାଣିଜ୍ୟ ଓ ପରିବହନ ବିଭାଗକୁ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri