ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି, ପୂର୍ବ ସରକାରରେ ନିୟମିତ ନିଯୁକ୍ତି ଦିଆଯାଉ ନ ଥିଲା। ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା, ତାହା ବି ପୂରଣ କରାଯାଉ ନ ଥିଲା ବରଂ କେତେକଙ୍କୁ ଠିକା କର୍ମଚାରୀ ଭାବେ ରଖି କାମ ଚଳାଇ ନିଆଯାଉଥିଲା। ନିୟମିତ କର୍ମଚାରୀ ନ ଥିବାରୁ ବଜେଟ୍‌ ଖର୍ଚ୍ଚ ହୋଇ ପାରୁ ନ ଥିଲା। ଆଉଟସୋର୍ସିଂ କର୍ମଚାରୀ ରହିଲେ ତଥ୍ୟ ବାହାରକୁ ଯିବା ଆଶଙ୍କା ରହୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଭାଜପା ସରକାରର ୧୭ ମାସରେ ୩୭,୯୧୬ ଜଣଙ୍କୁ ନିଯୁକ୍ତି ମିଳିଛି। ନିଯୁକ୍ତି ମେଳାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତ୍ରୟୋଦଶ ନିଯୁକ୍ତି ମେଳାରେ ୩ ବିଭାଗରେ ୫୯୧ ଜଣଙ୍କୁ ନିଯୁକ୍ତି ମିଳିଥିବାବେଳେ ୫ ବର୍ଷରେ ଦେଢ଼ ଲକ୍ଷ ସରକାରୀ ନିଯୁକ୍ତି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲୁ। ନିଯୁକ୍ତି ବୃଦ୍ଧି ପାଇଁ ସରକାର ଏ ଦିଗରେ କାର୍ଯ୍ୟ କରୁଛନ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ୨ ବର୍ଷରେ ୬୫ ହଜାର ନିଯୁକ୍ତି ଦେବା ପାଇଁ ଟାର୍ଗେଟ୍‌ ରଖାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri