ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି, ପୂର୍ବ ସରକାରରେ ନିୟମିତ ନିଯୁକ୍ତି ଦିଆଯାଉ ନ ଥିଲା। ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା, ତାହା ବି ପୂରଣ କରାଯାଉ ନ ଥିଲା ବରଂ କେତେକଙ୍କୁ ଠିକା କର୍ମଚାରୀ ଭାବେ ରଖି କାମ ଚଳାଇ ନିଆଯାଉଥିଲା। ନିୟମିତ କର୍ମଚାରୀ ନ ଥିବାରୁ ବଜେଟ୍‌ ଖର୍ଚ୍ଚ ହୋଇ ପାରୁ ନ ଥିଲା। ଆଉଟସୋର୍ସିଂ କର୍ମଚାରୀ ରହିଲେ ତଥ୍ୟ ବାହାରକୁ ଯିବା ଆଶଙ୍କା ରହୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଭାଜପା ସରକାରର ୧୭ ମାସରେ ୩୭,୯୧୬ ଜଣଙ୍କୁ ନିଯୁକ୍ତି ମିଳିଛି। ନିଯୁକ୍ତି ମେଳାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତ୍ରୟୋଦଶ ନିଯୁକ୍ତି ମେଳାରେ ୩ ବିଭାଗରେ ୫୯୧ ଜଣଙ୍କୁ ନିଯୁକ୍ତି ମିଳିଥିବାବେଳେ ୫ ବର୍ଷରେ ଦେଢ଼ ଲକ୍ଷ ସରକାରୀ ନିଯୁକ୍ତି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲୁ। ନିଯୁକ୍ତି ବୃଦ୍ଧି ପାଇଁ ସରକାର ଏ ଦିଗରେ କାର୍ଯ୍ୟ କରୁଛନ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ୨ ବର୍ଷରେ ୬୫ ହଜାର ନିଯୁକ୍ତି ଦେବା ପାଇଁ ଟାର୍ଗେଟ୍‌ ରଖାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri