ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ, ଜାଣନ୍ତୁ…

ଭୁବନେଶ୍ୱର,୯।୧୧: ଆସନ୍ତା ୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡ଼ରେ ସେ ସାମିଲ ହେବେ। ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ ହେବ। ତେବେ ନୀଳଗିରି ପରେ ଭୋଗରାଇ ଓ ବାଲେଶ୍ୱର ସହରରେ ମଧ୍ୟ ଗଣଦୌଡ଼ ଅନୁଷ୍ଠିତ ହେବ ବୋଲି ରବିବାର ଖବରଦାତା ସମ୍ମିଳନୀରେ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri