ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ, ହେବ ବଡ଼ ଘୋଷଣା

ସୁନ୍ଦରଗଡ଼,୨୪ା୧୧(ଜୟ ନାରାୟଣ ମେଣ୍ଡୁଳି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଆସି ସୁନ୍ଦରଗଡ଼ ସରକାରୀ କଲେଜ ନିକଟସ୍ଥ ଯତରା ପଡିଆରେ ପୂର୍ବାହ୍ନ ୧୧ଟା ୨୫ରେ ପହଞ୍ଚିବେ। ସେଠାରେ ଆୟୋଜିତ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ସେଠାରୁ ଅପରାହ୍ନ ୧ଟା୩୦ମିନିଟ୍‌ରେ ବାହାରି ସର୍କିଟ ହାଉସଠାରେ ପହଞ୍ଚିବେ। ମଧ୍ୟାହ୍ନଭୋଜନ ପରେ ଜିଲା ସଂସ୍କୃତି ଭବନରେ ଅପରାହ୍ନ ୨ଟା୩୦ରେ ପହଞ୍ଚିବେ। ସେଠାରେ ଦଳୀୟ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସହିତ ଆଲୋଚନା କରି ଅପରାହ୍ନରେ ଭୁବନେଶ୍ୱର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri