ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ, ହେବ ବଡ଼ ଘୋଷଣା

ସୁନ୍ଦରଗଡ଼,୨୪ା୧୧(ଜୟ ନାରାୟଣ ମେଣ୍ଡୁଳି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଆସି ସୁନ୍ଦରଗଡ଼ ସରକାରୀ କଲେଜ ନିକଟସ୍ଥ ଯତରା ପଡିଆରେ ପୂର୍ବାହ୍ନ ୧୧ଟା ୨୫ରେ ପହଞ୍ଚିବେ। ସେଠାରେ ଆୟୋଜିତ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ସେଠାରୁ ଅପରାହ୍ନ ୧ଟା୩୦ମିନିଟ୍‌ରେ ବାହାରି ସର୍କିଟ ହାଉସଠାରେ ପହଞ୍ଚିବେ। ମଧ୍ୟାହ୍ନଭୋଜନ ପରେ ଜିଲା ସଂସ୍କୃତି ଭବନରେ ଅପରାହ୍ନ ୨ଟା୩୦ରେ ପହଞ୍ଚିବେ। ସେଠାରେ ଦଳୀୟ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସହିତ ଆଲୋଚନା କରି ଅପରାହ୍ନରେ ଭୁବନେଶ୍ୱର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri