Posted inରାଜ୍ୟ

ଆଜି ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଅଫିସ, ୨୯।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଆସିବେ। ଏହି ସରକାରୀ କାର୍ଯ୍ୟକ୍ରମ ଅବସରରେ ସେ ୧,୪୯୨ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବହୁ ପ୍ରତୀକ୍ଷିତ ବସ୍‌ ଟର୍ମିନାଲ୍‌ ସମେତ ୩୧୩ କୋଟି ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବା ଲାଗି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୨୧୪ ଅଧିକାରୀଙ୍କ ସମେତ ୪୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିବାବେଳେ ସାରା ସହର ବ୍ୟାରିକେଡ୍‌ମୟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri