Posted inରାଜ୍ୟ

ଆଜି ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଅଫିସ, ୨୯।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଆସିବେ। ଏହି ସରକାରୀ କାର୍ଯ୍ୟକ୍ରମ ଅବସରରେ ସେ ୧,୪୯୨ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବହୁ ପ୍ରତୀକ୍ଷିତ ବସ୍‌ ଟର୍ମିନାଲ୍‌ ସମେତ ୩୧୩ କୋଟି ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବା ଲାଗି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୨୧୪ ଅଧିକାରୀଙ୍କ ସମେତ ୪୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିବାବେଳେ ସାରା ସହର ବ୍ୟାରିକେଡ୍‌ମୟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ଖୋଲିବାକୁ ଅନୁମତି ମାଗିଲା ଏଚ୍‌ଆର୍‌ଏଓ

ଭୁବନେଶ୍ୱର,୨୬ା୫ (ବ୍ୟୁରୋ): ଗତ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ହେଲା ବନ୍ଦ ହୋଇ ପଡ଼ିଥିବା ହୋଟେଲ ଶିଳ୍ପକୁ ପୁନର୍ବାର ଖୋଲିବା ପାଇଁ ଦାବି ହୋଇଛି। ସୋମବାରଠାରୁ ଦେଶରେ...

କମିଲା ଶୀତ: ୮ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଓଡ଼ିଶା ଉପକୂଳରେ ଗୁରୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟ ଭିତରକୁ ପ୍ରଚୁର ପରିମାଣରେ ଜଳୀୟ ବାଷ୍ପ ପ୍ରବେଶ କରୁଛି। ଏଥିଯୋଗୁ ଗତ କିଛିଦିନ...

ଟିକା କ୍ରୟ ଉପରୁ ଜିଏସ୍‌ଟି ଛାଡ଼ କର

ଭୁବନେଶ୍ୱର,୭ା୫(ବ୍ୟୁରୋ):କୋଭିଡ୍‌-୧୯ ଦ୍ୱିତୀୟ ଲହର ସମଗ୍ର ଦେଶ ପାଇଁ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏହି ମହାମାରୀ ପାଇଁ କ୍ରୟ କରାଯାଉଥିବା ଟିକା ଉପରୁ ଦ୍ରବ୍ୟ ଓ...

ସଡ଼କ ସୁରକ୍ଷା ବୈଠକ: ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ନୋଟିସ

ଯାଜପୁର ଅଫିସ,୨୨ା୬: ଯାଜପୁର ଜିଲା ସଡକ ସୁରକ୍ଷା ସମ୍ପର୍କିତ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ(ଏନ୍‌ଏଚ୍‌ଏଆଇ) ଓ ପୌର ପ୍ରଶାସନର ତଥ୍ୟ...

ରାଜ୍ୟରେ ଆଉ ୪୯୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୯୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୨୮୯ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୨୦୩ ଲୋକାଲ କେସ୍‌...

ମୁଲତବୀ ଆଲୋଚନା:ବାଡ ଫସଲ ଖାଇଲେ…

ଭୁବନେଶ୍ୱର,୨୦ା୭(ବ୍ୟୁରୋ): କେଉଁ ବଣ ଜଙ୍ଗଲ ଅଞ୍ଚଳ ନୁହେଁ,ଖୋଦ ରାଜଧାନୀରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଉଛି। ବାଡ ଯଦି ଫସଲ ଖାଇବ ତେବେ କଥା ସରିଲା। ସରକାରଙ୍କ...

ସୁସ୍ଥ ହେଲେ ୯୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୨: ଓଡ଼ିଶାରେ ଶୁକ୍ରବାର ୯୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୯୮୦ରେ ପହଞ୍ଚିଛି। ବରଗଡ଼ରୁ...

ରାଜ୍ୟରେ ପ୍ରତିଷ୍ଠା ହେବ ୯ ଅବକାରୀ ଥାନା

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ରାଜ୍ୟର ଗୋପାଳପୁର, ଖପ୍ରାଖୋଲ, ମୋହନା, ଦାରିଙ୍ଗବାଡ଼ି, ଯୋଡ଼ା, ହାଟଡ଼ିହି, ମୁନିଗୁଡ଼ା, କୋଇଡ଼ା ଓ ସୁକୃଳି ଆଦି ସ୍ଥାନରେ ୯ଟି ଅବକାରୀ ଥାନା ପ୍ରତିଷ୍ଠା ହେବ।...

Advertisement
Archives

Model This Week