ଏସ୍‌ସିବିରେ ଚିକିତ୍ସା ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ

କଟକ,୨୦ା୮: ସର୍ଜରୀ ବିଭାଗକୁ ଚିକିତ୍ସା ପାଇଁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡି। କୌଣସି ଏକ ଅସ୍ତ୍ରୋପଚାର ପାଇଁ ସେ ଆସିଥିବା ସୂଚନାରୁ ଜଣାପଡ଼ିଛି। ଏନେଇ ସନ୍ଧ୍ୟାରେ ଏସ୍‌ସିବି କର୍ତ୍ତୃପକ୍ଷ ସୂଚନା ଦେବେ।

କିଛିଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ ପ୍ରିୟଙ୍କାଙ୍କୁ ଏଠାରେ MRI ସ୍କାନ ପାଇଁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିବା ଖବର ଚର୍ଚ୍ଚାରେ ଥିଲା।

ପ୍ରିୟଙ୍କା ଗତ ଜୁଲାଇ ୨୩ରେ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ପରିଦର୍ଶନ କରିଥିଲେ। ପ୍ରତିଷ୍ଠାନର ଜଣେ ବରିଷ୍ଠ ଡାକ୍ତର ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ MRI ସ୍କାନ କରିବାକୁ ପରାମର୍ଶ ଦେଇଥିଲେ। ତଥାପି SCBMCHର ଆଞ୍ଚଳିକ ଡାଇଗ୍ନୋଷ୍ଟିକ ସେଣ୍ଟର (RDC)ରେ MRI ମେଶିନ ଅଚଳ ପଡ଼ିଥିବା ଦେଖିବାକୁ ମିଳିଥିଲା।

SCBMCHର କର୍ତ୍ତୃପକ୍ଷ ନିକଟସ୍ଥ ଆଚାର୍ଯ୍ୟ ହରିହର ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ୍‌ ଅଫ କ୍ୟାନସର (AHPGIC)ରେ ମାରାଣ୍ଡିଙ୍କ ପାଇଁ MRI ସ୍କାନ ବ୍ୟବସ୍ଥା କରିଥିଲେ।

ଏହି ଘଟଣା ବିରୋଧୀ କଂଗ୍ରେସ ଦଳ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। SCBMCHରେ ଭିତ୍ତିଭୂମି ସମସ୍ୟାର ସମାଧାନ କରିବାରେ ବିଫଳତା ପାଇଁ ଦଳ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗକୁ ଟାର୍ଗେଟ କରିଥିଲା କଂଗ୍ରେସ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। Dharitri – Odisha’s No.1 Odia Daily

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri