ଆମେରିକାରେ ଅର୍ନ୍ତଜାତୀୟ ସାଗର ଶକ୍ତି ସମ୍ମିଳନୀରେ ଯୋଗ ଦେଲେ ଭାରତୀୟ ନୌସେନା ମୁଖ୍ୟ ହରି କୁମାର

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୪।୯: ଭାରତୀୟ ନୌସେନା ମୁଖ୍ୟ ଆଡମିରାଲ ଆର ହରି କୁମାର ଚାରି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ସମୟରେ ହରି କୁମାର ୨୫ତମ ଅର୍ନ୍ତଜାତୀୟ ସାଗର ଶକ୍ତି ସମ୍ମିଳନୀ (ଆଇଏସଏସ)ରେ ଯୋଗ ଦେଇଛନ୍ତି। ଭାରତୀୟ ନୌସେନା କାର୍ଯ୍ୟକୟମର ଫଟୋଗୁଡ଼ିକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଶେୟାର କରିଛି।

ଆମେରିକାର ରୋଡ ଆଇଲ୍ୟାଣ୍ଡର ନାଭାଲ ୱାର୍‌ କଲେଜ ନିଉପୋର୍ଟରେ ଆଇଏସଏସ ଅନୁଷ୍ଠିତ ହୋଇଥିଲା। ୧୯ରୁ ୨୨ସେପ୍ଟେମ୍ବର ମଧ୍ୟରେ ଆମେରିକାର ନୌସେନା ଏହାର ଆୟୋଜନ କରିଥିଲା। ଭାରତ-ଆମେରିକାର ନୌସେନା ମଧ୍ୟରେ ଭାରତ-ପ୍ରଶାନ୍ତ ମହାସାଗରରେ ସାମୁଦ୍ରିକ ସହଯୋଗ ବୃଦ୍ଧି ଦିଗରେ ଏକ ବିସ୍ତୃତ ଆଲୋଚନା ହୋଇଥିଲା।
ଆମେରିକା, ଅଷ୍ଟ୍ରେଲିଆ, ଇଜିପ୍ଟ, ଫିଜି, ଇସ୍ରାଏଲ, ଇଟାଲୀ, ଜାପାନ, କେନିଆ, ପେରୁ, ସାଉଦି ଆରବ, ସିଙ୍ଗାପୁର ଏବଂ ବ୍ରିଟେନ ସମେତ ବିଭିନ୍ନ ଦେଶରୁ ଆସିଥିବା ପ୍ରତିପକ୍ଷଙ୍କ ସହ ହରି କୁମାର ଦ୍ୱିପାକ୍ଷିକ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri