ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। କହିଛନ୍ତି, ଦାୟିତ୍ୱ ଗ୍ରହଣ ପରେ ମୁଁ ପ୍ରଥମେ ପୁରୀ ଯାଇଥିଲି। ନିଜ ପାଇଁ ଏବଂ ରାଜ୍ୟ ପାଇଁ ଜଗନ୍ନାଥଙ୍କ ଆଶୀର୍ବାଦ ନେଇଛି। ଆମେ ସମସ୍ତେ ମିଶି କରି ବହୁତ କିଛି ନୂଆ କରିବା। ଗୋଟିଏ ବୈଠକ ହୋଇଛି, ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିସାରିଛି। ପ୍ରଥମ ଦିନରେ ଆମେ ସବୁଠାରୁ ଅଧିକ କାମ କରିବୁ ବୋଲି ସେ କହିଛନ୍ତି।

ଏଥିସହିତ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଛି, ଆଉ କ’ଣ ହୋଇପାରିବ ସେନେଇ ଆଲୋଚନା ଜାରି ରହିବ। ଆଜି ସବୁ ସଚିବଙ୍କ ସହ ବୈଠକ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri