ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। କହିଛନ୍ତି, ଦାୟିତ୍ୱ ଗ୍ରହଣ ପରେ ମୁଁ ପ୍ରଥମେ ପୁରୀ ଯାଇଥିଲି। ନିଜ ପାଇଁ ଏବଂ ରାଜ୍ୟ ପାଇଁ ଜଗନ୍ନାଥଙ୍କ ଆଶୀର୍ବାଦ ନେଇଛି। ଆମେ ସମସ୍ତେ ମିଶି କରି ବହୁତ କିଛି ନୂଆ କରିବା। ଗୋଟିଏ ବୈଠକ ହୋଇଛି, ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିସାରିଛି। ପ୍ରଥମ ଦିନରେ ଆମେ ସବୁଠାରୁ ଅଧିକ କାମ କରିବୁ ବୋଲି ସେ କହିଛନ୍ତି।

ଏଥିସହିତ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଛି, ଆଉ କ’ଣ ହୋଇପାରିବ ସେନେଇ ଆଲୋଚନା ଜାରି ରହିବ। ଆଜି ସବୁ ସଚିବଙ୍କ ସହ ବୈଠକ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri