ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ୭ ଦିନରେ ବ୍ୟକ୍ତିଗତ ଭାବେ ଜବାବ ଦେବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସଚିବମାନଙ୍କଠାରୁ ମିଳିଥିବା ଚିଠିର ସମୟସୀମା ମଧ୍ୟରେ ନଶ୍ଚିତ କରିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

Dharitri –Odisha’s No.1 Trusted Odia Daily