ସଚିବସ୍ତରୀୟ ବୈଠକ ପରେ ମୁଖ୍ୟ ସଚିବଙ୍କ ବଡ଼ ସୂଚନା, ନିଯୁକ୍ତି ସୁଯୋଗ….

ଭୁବନେଶ୍ବର,୧୫ା୧: ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁବାର ସଚିବସ୍ତରୀୟ ବୈଠକ ବୈଠକ ବସିଥିଲା । ତେବେ ବୈଠକ ଶେଷ ହେବା ପରେ ବଡ଼ ଘୋଷଣା କରିଛନ୍ତି ଅନୁ ଗର୍ଗ । କୋଲକାତାରେ ଇନଭେଷ୍ଟର ମିଟ୍‌ ଅନୁଷ୍ଠିତ ହେବ । ଇନଭେଷ୍ଟର ମିଟ୍‌ ପାଇଁ ମୁଖ୍ୟମନ୍ତ୍ରୀ, ଶିଳ୍ପ ସଚିବଙ୍କ ସହ ମୁଖ୍ୟ ସଚିବ ଯିବେ । ଏହା ଦ୍ବାରା ଓଡ଼ିଶାକୁ ପୁଞ୍ଜି ଆସିବ । ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଆମର ମୁଖ୍ୟ ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟ ସଚିବ ଅନୁ ଗର୍ଗ । ପ୍ରକାଶଥାଉକି, ପୂର୍ବରୁ ହାଇଦ୍ରାବାଦରେ ଇଇନ୍‌ଭେଷ୍ଟର ମିଟ ଆୟୋଜିତ ହୋଇଥିବା ବେଳେ ୬୭ ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିଥିଲା ।

ଏହାସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ, ପାନୀୟ ଜଳ ପ୍ରକଳ୍ପକୁ ଗୁରୁତ୍ବ ଦେବା ପାଇଁ ଆଲୋଚନା ହୋଇଛି । ପାନୀୟ ଜଳ ସମସ୍ୟାକୁ ନେଇ ଟିକେ ଅସନ୍ତୋଷ ରହି ଆସିଛି ଆସନ୍ତା ବଜେଟରେ କିଛି ନୂଆ ପଦକ୍ଷେପ ନିଆଯିବ । ମୁଖ୍ୟମନ୍ତ୍ରୀ ଦେଇଥିବା ୧୫ ପଏଣ୍ଟର କାର୍ଯ୍ୟକାରୀ ପାଇଁ ଆଲୋଚନା ହୋଇଛି । ପ୍ରତି ମାସ ୧୬ ତାରିଖରେ ଜିଲ୍ଲାପାଳମାନଙ୍କ ସହ ଭିଡିଓ କନଫରେନ୍ସରେ ବୈଠକ ହେବ ।ଅନ୍ୟପଟେ ପ୍ରତି ମାସ ତୃତୀୟ ମଙ୍ଗଳବାର ସିଙ୍ଗିଲ୍‌ ୱିଣ୍ଡୋ ବୈଠକ ହେବ । ଯାହାଦ୍ବାରା ସଚିବ ଓ ଜିଲ୍ଲାପାଳଙ୍କୁ ସେମାନଙ୍କ କାର୍ଯ୍ୟ କରିବା ସହଜ ହେବ ବୋଲି କହିଛନ୍ତି ଅନୁ ଗର୍ଗ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri