ମୁଖ୍ୟ ଶାସନ ସଚିବଙ୍କ ବାଲେଶ୍ୱର ଗସ୍ତ

ବାଲେଶ୍ୱର ଅଫିସ,୧୧ା୯: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ସହକାରୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାନ୍ତି ଏବଂ ପ୍ରଫେସର ଡା. ସିବିକେ ମହାନ୍ତି ହେଲିକପ୍ଟର ଯୋଗେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ପୋଲିସ ଲାଇନ ପଡ଼ିଆରେ ଅବତରଣ କରିଥିଲେ। ସେଠାରୁ କୁରୁଡାସ୍ଥିତ କୋଭିଡ୍‌ ହସ୍ପିଟାଲ ପରିଦର୍ଶନରେ ଯାଇଥିଲେ। ପରେ ଜିଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟ ପରିଦର୍ଶନ କରି ସ୍ବାସ୍ଥ୍ୟ ସେବା ସମ୍ପର୍କିତ ବୁଝିଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri