ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ

ଭୁବନେଶ୍ୱର,୨୧ା୧୨: ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି।

ଭୁବନେଶ୍ୱର,ବ୍ରହ୍ମପୁରରେ ଥିବା ଘର ଓ ଅଫିସ ସମେତ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ପ୍ରଶାନ୍ତଙ୍କ ନିଜ ଘର, ପୈତୃକ ଘର, ଅଫିସ ଓ ସମ୍ପର୍କୀୟ ଘରେ ମଧ୍ୟ ଏହି ଚଢ଼ାଉ ଚାଲିଛି। ପ୍ରଶାନ୍ତଙ୍କର ଭୁବନେଶ୍ୱରର ବରଗଡ଼ ଅଞ୍ଚଳରେ ଗୋଟିଏ ଆପାର୍ଟମେଣ୍ଟ ଥିବା ବେଳେ ବ୍ରହ୍ମପୁରରେ ଗୋଟିଏ ଆପାର୍ଟମେଣ୍ଟ ଥିବା ଜଣାଯାଇଛି। ସେହିପରି ଭୁବନେଶ୍ୱରରେ ୩ଟି ବିଲ୍ଡିଂ ଥିବା ଜଣାପଡ଼ିଛି।

ଏହି ଚଢ଼ାଉରେ ଭିଜିଲାନ୍ସ ବିଭାଗର ୮ ଡିଏସ୍‌ପି, ୫ ଇନ୍ସପେକ୍ଟର ଓ ବିଭାଗର ଅନ୍ୟ ଅଧିକାରୀମାନେ ସାମିଲ ହୋଇଛନ୍ତି। ପ୍ରଶାନ୍ତଙ୍କ ନାମରେ ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯାଇ ଆଜି ଏହି ଚଢ଼ାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri