ମୁଖ୍ୟ ନିର୍ବାଚନ କମିଶନର କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୨୦।୪: ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହରା ସହିତ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ରିପୋର୍ଟ ମଧ୍ୟ କରୋନା ପଜିଟିଭ୍‌ ଆସିଛି। ଦୁଇ ଶୀର୍ଷ ଅଧିକାରୀ କରୋନାରେ ଆକ୍ରାନ୍ତ ହୋଇଥିବାରୁ ଏହାକୁ ନେଇ ମୁଖ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରେ ଆତଙ୍କ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନି ଲଣ୍ଡରିଂ ମାମଲାରେ ନୀରବଙ୍କ ପତ୍ନୀଙ୍କ ନାଁରେ ରେଡ କର୍ନର ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨୫।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ମନି ଲଣ୍ଡରିଂ ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାର ଉପରେ ସମସ୍ୟା ବଢ଼ିବାରେ ଲାଗିଛି। ଭାରତରେ ମନି...

ହୋର୍ଡିଂ ପଡ଼ି ମୃତ୍ୟୁ ଘଟଣା: ସମ୍ପୃକ୍ତ ନେତାଙ୍କ ବିରୋଧରେ ମାମଲା ରୁଜୁ

ଚେନ୍ନାଇ,୧୫।୯: ରାସ୍ତା କଡରେ ଲାଗିଥିବା ବେଆଇନ ହୋର୍ଡିଂ ଯୋଗୁ ଜଣେ ୨୩ ବର୍ଷୀୟା ଯୁବତୀଙ୍କ ଜୀବନ ଯାଇଛି। ଚେନ୍ନାଇରେ ଘଟିଥିବା ଏହି ଘଟଣା ପରେ ସମ୍ପୃକ୍ତ...

ଆସାମ-ତ୍ରିପୁରାରେ ବନ୍ୟା ବିତ୍ପାତ: ୫୫ଲୋକଙ୍କ ମୃତ୍ୟୁ, ୧୯ଲକ୍ଷ ପ୍ରଭାବିତ

ଡିସପୁର/ଅଗରତାଲା,୧୮।୬: ଆସାମ ଓ ତ୍ରିପୁରାରେ ବନ୍ୟା ବିତ୍ପାତ ଦେଖାଦେଇଛି। ଏହି ବନ୍ୟା ବିତ୍ପାତ ଯୋଗୁ ଏପର୍ଯ୍ୟନ୍ତ ୫୫ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ...

କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍‌ମୋ ମେଶିନ

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍‌ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ...

ତାଳଚେର ସାର କାରଖାନା ପ୍ରକଳ୍ପ କାର୍ଯ୍ୟ ବନ୍ଦ

ନୂଆଦିଲ୍ଲୀ,୮।୭: ଭାରତ-ଚାଇନା ଯୁଦ୍ଧ ଲଦାଖର ଗଲ୍‌ଓ୍ବାନ ଉପତ୍ୟକାରେ ହୋଇଥାଇପାରେ, କିନ୍ତୁ ତାହାର ପ୍ରଭାବ ଦୂରଦୂରାନ୍ତରେ ପଡ଼ୁଛି। ଓଡ଼ିଶାର ଦୁଇଜଣ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ...

ଚାକିରି ଦେବାକୁ କହି ୧୦୦ କୋଟିର ଠକେଇ: ର଼୍ୟାକେଟରେ ୭୦ ବର୍ଷ ବୟସ୍କା ବୃଦ୍ଧା ସାମିଲ୍‌

ନୋଏଡ଼ା, ୨୯।୮: ଏକ ବଡ଼ ଧରଣର ଠକେଇ ର଼୍ୟାକେଟର ପର୍ଦ୍ଦାଫାଶ୍‌ ହୋଇଛି। ନୋଏଡ଼ା ପୋଲିସ ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ୧୦୦ କୋଟି ଟଙ୍କାର...

ରାହୁଲଙ୍କୁ ଜବାବ ଦେଲେ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୯ ।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଯଦି କଂଗ୍ରେସରେ ଥାଆନ୍ତେ ତେବେ ମୁଖ୍ୟମନ୍ତ୍ରୀ ହୋଇପାରି ଥାଆନ୍ତେ । ହେଲେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ରହି ସେ ବ୍ୟାକ୍...

ମମତାଙ୍କ ଆହ୍ୱାନ କ୍ରମେ ହାଥରସ ଯିବାକୁ ଉଦ୍ୟତ ହେଲେ ଟିଏମ୍‌ସିର ୪ ଏମ୍‌ପି

ହାଥରସ,୨ ।୧୦: ଉତ୍ତର ପ୍ରଦେଶ ହାଥରସ ବଳାତ୍କାର ମାମଲା ଏବେ ରାଜନୈତିକ ରୂପ ନେବାରେ ଲାଗିଛି । ଗୁରୁବାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା...

Advertisement
Archives

Model This Week