ଚିକିଟି ଏନ୍‌ଏସି : ୧୯ ନାମାଙ୍କନ ପତ୍ର କାଏମ

ଚିକିଟି,୧୦ା୩(ଡି.ଏନ.ଏ.):ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ପୌର ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ଅନୁଷ୍ଠିତ ହୋଇଥିଲା। ଚିକିଟି ପୌର ପରିଷଦର ବିଭିନ୍ନ ୱାର୍ଡରେ ୧୯ ଜଣ ନାମାଙ୍କନ ପ୍ରାର୍ଥୀ ଦାଖଲ କରିଥିବା ବେଳେ ସମସ୍ତ କାଏମ ରହିଥିବା ନିର୍ବାଚନ ଅଧିକାରୀ ତଥା ଚିକିଟି ତହସିଲଦାର ବିଶ୍ୱ ରଞ୍ଜନ କହଁର କହିଛନ୍ତି। ବିଜେଡି ପକ୍ଷରୁ ୧୨ ୱାର୍ଡରେ ୧୨ ଜଣ ପ୍ରାର୍ଥୀ ଦିଆଯାଇଥିବା ବେଳେ ଭାଜପା ପକ୍ଷରୁ ୧,୨,୩,୮,୧୦,୧୧,୧୨ ଏହିଭଳି ୭ ୱାର୍ଡରେ ପ୍ରାର୍ଥୀ ଦିଆଯାଇଛି। ୪,୫,୬,୭,୯ ୱାର୍ଡରେ ପ୍ରାର୍ଥୀ ଦିଆଯାଇ ନଥିବା ଯୋଗୁଁ ଏହି ୫ ଗୋଟି ୱାର୍ଡରେ ପ୍ରାର୍ଥୀ ଅପ୍ରତିଦ୍ୱନ୍ଦି ଭାବେ ନିର୍ବାଚିତ ହୋଇଥିବା ସ୍ପଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri